ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୩୧
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ଏଭଳି ନାମର ତାତ୍ପର୍ଯ୍ୟ ବୁଝିବାକୁ ହେଲେ ଶ୍ରୀମଦ ଗୀତାର କ୍ଷର ଓ ଅକ୍ଷର ପୁରୁଷଙ୍କୁ ଜାଣିବାକୁ ପଡିବ। ଜୀବ (କ୍ଷର ପୁରୁଷ ) ଓ ଆତ୍ମା (ଅକ୍ଷର ପୁରୁଷ )…