ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୧
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ, । ପ୍ରାଣସ୍ୟ ପ୍ରାଣ ହେଉଛନ୍ତି ଶ୍ରୀଜଗନ୍ନାଥ । ସାଧାରଣ ଭାବରେ ଶରୀର ମଧ୍ଯସ୍ତ ଆତ୍ମାକୁ ପ୍ରାଣ କୁହାଯାଏ । ତେଣୁ ପ୍ରାଣର ପ୍ରାଣ ଶ୍ରୀଜଗନ୍ନାଥଙ୍କ ଉପାସନା, ଆତ୍ମା ଉପାସନା ସହ ସମାନ।…