ଧର୍ମ ସଙ୍କଟ
ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’
ଦେବବ୍ରତ ଦଣ୍ଡପାଟ ଅପରାଧୀଟିଏ ଭଳି ଠିଆ ହୋଇଥାଏ ସଭା ମଝିରେ । ଗାଁ ପରିଚାଳନା ସମିତିର ସଭ୍ୟମାନେ ସେଦିନ ଗାଁ ସଭା ଡାକିଥିଲେ । ସଭାରେ କେବଳ ସମିତିର ସଦସ୍ୟମାନେ ନୁହଁନ୍ତି, ପୂରା ଗାଁଟା ଯାକର ଲୋକ ଏକାଠି ହୋଇଥିଲେ ଗାଁ ମଝିରେ । ଶହେ…