ଅଲିଭା ସ୍ୱାକ୍ଷର
(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’)
ଗାଁ ସ୍କୁଲରେ ମୁଁ ତୃତୀୟ ଶ୍ରେଣୀରେ ପଢୁଥାଏ । ଆମ ଗାଁର ଆଖପାଖ ଗାଁରେ ଆଉ କୌଣସି ପ୍ରାଥମିକ ବିଦ୍ୟାଳୟ ନଥିଲା ସେତେବେଳେ । ସେଥିପାଇଁ ପ୍ରାୟ ପାଞ୍ଚ ଛଅ ଖଣ୍ଡ ଗାଁର ପିଲାମାନେ ବି ଆମ ଗାଁ ସ୍କୁଲରେ ଆମ ସହିତ ପଢୁଥିଲେ । କିଏ…