ଜାତୀୟ ପ୍ରତିଯୋଗିତାରେ ଚମକିଲେ ଓଡ଼ିଆ ଝିଅ କଲ୍ୟାଣୀ
ନୂଆଦିଲ୍ଲୀ: ଜାତୀୟ ସ୍ତରୀୟ ପ୍ରଦର୍ଶନ ଏବଂ ପ୍ରକଳ୍ପ ପ୍ରତିଯୋଗିତାରେ ଓଡ଼ିଆ ଝିଅଙ୍କ କମାଲ। ବରଗଡର କଲ୍ୟାଣୀ ସାହୁ ହେଲେ ପୁରସ୍କୃତ। କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଏହାପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ବରଗଡ଼ ଜିଲ୍ଲାର ଛାତ୍ରୀ କଲ୍ୟାଣୀ…