ଗୋଆରେ କଂଗ୍ରେସର ୧୧ ବିଧାୟକରୁ ୮ ବିଧାୟକ ଦଳ ଛାଡ଼ିଲେ
ପାଣାଜି: ଗୋଆରେ କଂଗ୍ରେସର ୧୧ ବିଧାୟକରୁ ୮ ବିଧାୟକ ଶାସକ ଦଳ ବିଜେପିରେ ସାମିଲ ହେବେ। ଦୀର୍ଘ ଦୁଇ ମାସ ହେବ କଂଗ୍ରେସ ବିଧାୟକ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା। ଏବେ କିନ୍ତୁ ଏହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡିବାକୁ ଯାଉଛି। ୧୧ ବିଧାୟକରୁ ୮ ବିଧାୟକ ବିଜେପିରେ ସାମିଲ ହେବେ ତେଣୁ…