ଦକ୍ଷିଣ ଛତିଶଗଡ ଉପରେ ଅବପାତ ! ଉପକୂଳ ଓଡିଶାରେ ୫ ଦିନ ବର୍ଷା ହେବ ସୂଚନା
ଭୁବନେଶ୍ୱର: ଦକ୍ଷିଣ ଛତିଶଗଡ ଉପରେ ଅବପାତ। ବର୍ତ୍ତମାନ ଏହା ଭବାନୀପାଟଣା ଠାରୁ ପଶ୍ଚିମ -ଉତ୍ତର-ପଶ୍ଚିମ ଦିଗରେ ୧୯୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ…