ଆସିଲା ବନ୍ୟା କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ
ଭୁବନେଶ୍ୱର: ବନ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି, ପ୍ରାଥମିକ ସୂଚନା ଅନୁଯାୟୀ ବନ୍ୟା ଯୋଗୁଁ ୧୩ଟି ଜିଲ୍ଲାର ୭୧ଟି ବ୍ଲକ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଥିରେ ୨୦୬୬ଟି ଗ୍ରାମ ପ୍ରଭାବିତ ହୋଇଛି । ବନ୍ୟାରେ ୪୭୦ ଟି ଗ୍ରାମ ଜଳବନ୍ଦୀରେ…