ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ମାନ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗତକାଲି ରାତିରେ ଡାକ୍ତରଖାନାକୁ ଅଣାଯାଇଥିଲା। ପେଟରେ ଯନ୍ତ୍ରଣା ହେଉଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ରହିଛି । ହେଲେ ହସ୍ପିଟାଲ କର୍ତ୍ତୃପକ୍ଷ ଏ ନେଇ କୌଣସି ସୂଚନା…