ରାଷ୍ଟ୍ରପତି ନିର୍ବାଚନ: ବିରୋଧୀ ଶିବିରରେ ଫାଟ, ନଜର ପକାନ୍ତୁ କେଉଁ ରାଜ୍ୟରେ କେତେ କ୍ରସ ଭୋଟିଂ
ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଜିତିଛନ୍ତି। ସେ ଜୁଲାଇ ୨୫ରେ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦକୁ ଗ୍ରହଣ କରିବେ। ମୁର୍ମୁ ଦେଶର ପ୍ରଥମ ମହିଳା ଆଦିବାସୀ ରାଷ୍ଟ୍ରପତି ହେବେ। ସେ ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ବିପୁଳ ଭୋଟରେ ପରାସ୍ତ…