ଶ୍ରୀଲଙ୍କା ରାଷ୍ଟ୍ରପତି ଭବନକୁ ଧସେଇ ପଶିଲେ ବିକ୍ଷୋଭକାରୀ, ଭୟରେ ସରକାରୀ ବାସଭବନ ଛାଡ଼ିଲେ ଗୋଟାବାୟ
କଲୋମ୍ବୋ: ଆର୍ଥିକ ସଙ୍କଟରେ ପଡ଼ିଥିବା ଶ୍ରୀଲଙ୍କାରେ ଜନ ଅସନ୍ତୋଷ ତେଜିଛି । ସରକାର ବିରୋଧରେ ପ୍ରଦର୍ଶନ କରୁଛନ୍ତି ଲୋକେ । ପୂର୍ବରୁ ମଧ୍ୟ ଲୋକେ ରାସ୍ତାକୁ ଓହ୍ଲାଇଥିଲେ କିନ୍ତୁ ଏବେ ଯେଉଁଭଳି ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ତାହା ହୁଏତ କେହି କେବେ ଆକଳନ କରିନଥିବେ।…