ରାଜ୍ୟରେ କେତେ ଜଣ ରହିଛନ୍ତି ଅନୁପ୍ରବେଶକାରୀ ?
ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା । ଏବେ ଏହି ଅନୁବ୍ରବେଶକାରୀ ବାଂଲାଦେଶୀଙ୍କ ସଂଖ୍ୟା ୩୭୪୦ରେ ପହଞ୍ଚିଛି । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ଦେଇ ଏହା କହିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା ।
ସେ କହିଛନ୍ତି,…