ହାଜର ହେଲେନି ନୂପୁର ଶର୍ମା, ଜାରି ହେଲା ଲୁକ୍ ଆଉଟ୍ ନୋଟିସ
କୋଲକାତା: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ବିବାଦୀୟ ବୟାନ ଦେଇଥିବା ବିଜେପି ମୁଖପାତ୍ର ନୂପୁର ଶର୍ମାଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି କରିଛି କୋଲକାତା ପୋଲିସ । ପ୍ରଫେଟ ମହମ୍ମଦଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ନୂପୁରଙ୍କ ବିରୋଧରେ ପୁଲିସ ଏଫଆଇଆର ରୁଜୁ କରିଛି।
ଏଥିସହ…