ରାଷ୍ଟ୍ରପତି ନିର୍ବାଚନ: ମମତାଙ୍କ ମେଳିରେ ସାମିଲ ହେବେ କି ନବୀନ ?
ଭୁବନେଶ୍ୱର: ଇଟାଲୀ ଗସ୍ତରେ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦିଲ୍ଲୀରେ ଏକ ବୈଠକରେ ଯୋଗ ଦେବାକୁ ଆମନ୍ତ୍ରଣ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ସୁପ୍ରିମୋ ମମତା ବାନାର୍ଜୀ ଏହି ବୈଠକ ପାଇଁ ନବୀନଙ୍କୁ ଆମନ୍ତ୍ରଣ କରିଛନ୍ତି। ନବୀନଙ୍କ…