ବିଜେଡିର ତିନି ନେତା ବିନା ପ୍ରତିଦ୍ୱନ୍ଦ୍ୱିତାରେ ରାଜ୍ୟସଭାକୁ ନିର୍ବାଚିତ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଶୁକ୍ରବାର ଓଡ଼ିଶାରୁ ବିଜେଡିର ତିନି ଜଣ ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି । ସୁଲତା ଦେଓ, ମାନସ ରଞ୍ଜନ ମଙ୍ଗରାଜ, ସସ୍ମିତ ପାତ୍ର ଏହି ତିନି ଜଣ ପ୍ରାର୍ଥୀଙ୍କୁ ନିର୍ବାଚିତ ପ୍ରମାଣପତ୍ର ପ୍ରଦାନ କରିଛନ୍ତି ବିଧାନସଭାର…