ବାରମ୍ବାର ବଦଳି ପାଇଁ ଆତ୍ମହତ୍ୟା ଉଦ୍ୟମ କଲେ ବ୍ୟାଙ୍କ କର୍ମଚାରୀ
ଖୋର୍ଦ୍ଧା: ବାରମ୍ବାର ଚାକିରି ବଦଳିରେ ଅସନ୍ତୋଷ ପ୍ରକାଶ କରି ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଖୋର୍ଦ୍ଧା କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ଜଣେ ମହିଳା କର୍ମଚାରୀ ନିଜ ହାତଗୋଡ଼ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ନାମ ରାଜଶ୍ରୀ ଭାରତୀ ବୋଲି ଜଣାପଡ଼ିଛି।
ବଦଳିକୁ ବିରୋଧ…