ଓଡ଼ିଶା କଂଗ୍ରେସ ନେତାଙ୍କ ସହ ବୈଠକ ପୂର୍ବରୁ ରାହୁଲ ଦେଲେ ବଡ଼ ବାର୍ତ୍ତା
ହାଇଦ୍ରାବାଦ: କଂଗ୍ରେସ ଏବଂ କନ୍ଦଳ ଏ ଦୁଇଟି ଶବ୍ଦ ଏବେ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ ପରି। ଯେଉଁଠି କଂଗ୍ରେସ ରହିଛି ସେଠାରେ କନ୍ଦଳ ରହିଛି । ତେଣୁ ସାରା ଦେଶରେ କଂଗ୍ରେସ ଏବେ ଆଗକୁ ବଢିବା କଷ୍ଟକର ହୋଇପଡୁଛି। ଏପରି ସ୍ଥିତିରେ 2024 ସାଧାରଣ ନିର୍ବାଚନ ପୂର୍ବରୁ ଦଳ ବଳ ଗୋଟାଉଛି…