ଜ୍ୟାକିଲନଙ୍କ ୭ କୋଟି ୧୨ ଲକ୍ଷ ଟଙ୍କାର ସମ୍ପତ୍ତି ଜବତ
ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମନିଂ ଲଣ୍ଡରିଂ ମାମଲାରେ ଜେଲରେ ଥିବା ସୁକେଶ ଚନ୍ଦ୍ରଶେଖର ଜ୍ୟାକଲିନଙ୍କୁ ଉପହାର ଭାବରେ ଦେଇଥିବା ୭ କୋଟି ୧୨ ଲକ୍ଷ ଟଙ୍କା ଜବତ କରିଛି…