ଦିଲ୍ଲୀ ଜାହାଙ୍ଗୀରପୁର ହିଂସା ଘଟଣା, ନଜର ପକାନ୍ତୁ ୧୦ଟି ବଡ଼ ଅପଡେଟ୍
ନୂଆଦିଲ୍ଲୀ: ଦିଲ୍ଲୀ ଜାହାଙ୍ଗୀରପୁରୀ ହିଂସା ମାମଲାରେ ଦିଲ୍ଲୀ ପୋଲିସ ବିଳମ୍ବିତ ରାତିରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ସେ ପୂର୍ବରୁ ଏକ ଡକାୟତି ଏବଂ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଜଣାପଡିଛି। ଏପର୍ଯ୍ୟନ୍ତ ୨୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।
ହନୁମାନ ଜୟନ୍ତୀ…