ବଡ଼ ଖବର: ଦୁଇ ଟ୍ରେନ ମଧ୍ୟରେ ଦୁର୍ଘଟଣା, ଏକ୍ସପ୍ରେସ ଟ୍ରେନର ତିନୋଟି ବଗି ଲାଇନଚ୍ୟୁତ
ମୁମ୍ବାଇ: ଶୁକ୍ରବାର ବିଳମ୍ବିତ ରାତିରେ ମୁମ୍ବାଇର ମାଟୁଙ୍ଗାରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ମାଟୁଙ୍ଗା ଓ ଦାଦର ଷ୍ଟେସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ପୁଡୁଚେରୀ ଏକ୍ସପ୍ରେସର ୩ଟି ବଗି ଲାଇନଚ୍ୟୁତ ହୋଇଛି। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।…