Latest Odisha News

BREAKING NEWS

ଜଣେ ୫ ଜଣଙ୍କୁ ହତ୍ୟା କରିବା ସମ୍ଭବ ? ତଦନ୍ତ ବେଳେ ଏହି ସବୁ ପ୍ରଶ୍ନର ଉତ୍ତର ଖୋଜୁଛି ପୋଲିସ

ମାହାଙ୍ଗା: କଟକ ମାହାଙ୍ଗାରେ ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଘଟଣା ସାରା ରାଜ୍ୟକୁ ସ୍ତବ୍ଧ କରାଇ ଦେଇଛି ।ପ୍ରାଥମିକ ତଦନ୍ତରୁ ଅଭିଯୁକ୍ତ ଶିବ ସାହୁ ନିଜ ବଡ଼ ଭାଇର ପୁରା ପରିବାରକୁ ହତ୍ୟା କରିଥିବା ଜଣାପଡିଛି। କିନ୍ତୁ ଜଣେ ଲୋକ କେମିତି ଏକା…

ସାଲୁର ବିଧାୟକ ହେଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ, କୋଟିଆକୁ ନେଇ ବଢ଼ିବ ଓଡ଼ିଶାର ଅଡୁଆ !

କୋଟିଆ: ଆଗକୁ କୋରାପୁଟ କୋଟିଆ ପ୍ରସଙ୍ଗରେ ଓଡ଼ିଶା ସରକାର ବଡ ଚ୍ୟାଲେଞ୍ଜର ସାମ୍ନା କରିପାରନ୍ତି । ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ସାଲୁରର ବିଧାୟକ ପି ରାଜାନ୍ନା ଦୋରାଙ୍କୁ ସେ ଉପମୁଖ୍ୟମନ୍ତ୍ରୀ କରାଇଛନ୍ତି । ଏଥିସହ ତାଙ୍କୁ…

ରାଜଧାନୀରେ ଭୁଜାଲିରେ ହାଣି ଲୁଟ, ଶୋଇଛି କମିଶନରେଟ ପୋଲିସ ?

ଭୁବନେଶ୍ୱର: ଆଇନ ବ୍ୟବସ୍ଥାକୁ ଫୁ କରି ଗୋଟିଏ ପରେ ଗୋଟିଏ ଅପରାଧ ଘଟାଇବାରେ ସଫଳ ହୋଇ ଚାଲିଛନ୍ତି ଅପରାଧୀ । ଆଉ ଜଳକା ହୋଇ ବସିଛି କମିଶନରେଟ ପୋଲିସ । ରାତି ହେଲେ କିଟମିଟ ଅନ୍ଧାର ହେଲା ମାତ୍ରେ ଅପରାଧୀ ଚେଇଁ ଉଠୁଛନ୍ତି । ଆଉ ଘଟାଉଛନ୍ତି ଗୋଟିଏ ପରେ ଗୋଟିଏ ବଡ ଅପରାଧ। ଗତକାଲି…

ବିକାଶ ବଦଳରେ ବିନାଶ କାମରେ ବ୍ୟସ୍ତ ବିଏମସି: ଅପରାଜିତା

ଭୁବନେଶ୍ୱର: ଝାରପଡା ହାଟକୁ ବେଆଇନ କହି ବିଏମସି ଭାଙ୍ଗି ଦେବା ପରେ ଆଜି ସାଂସଦ ଅପରାଜିତା ଷଡ଼ଙ୍ଗୀ ଘଟଣାସ୍ଥଳକୁ ଯାଇ କ୍ଷତିଗ୍ରସ୍ତଙ୍କୁ ଭେଟିଛନ୍ତି । ଏହି ସମୟରେ କ୍ଷତିଗ୍ରସ୍ତ ବ୍ୟବସାୟୀଙ୍କ ସହ ଆଲୋଚନା କରିଛନ୍ତି । ଏହାପରେ ସେ ବିଏମସି ଉପରେ ବର୍ଷିଛନ୍ତି । ବିକାଶ କାମରେ ନିୟୋଜିତ…

୨ + ୨ ମନ୍ତ୍ରୀସ୍ତରୀୟ ଆଲୋଚନା ପରେ ଭାରତରେ ନିବେଶ କରିବାକୁ ଆହ୍ୱାନ କଲେ ପ୍ରତିରକ୍ଷା ମନ୍ତ୍ରୀ

ଓ୍ୱାଶିଂଟନ: ଭାରତ-ଆମେରିକା ସମ୍ପର୍କର ଅନ୍ୟତମ ସ୍ତମ୍ଭ ହେଉଛି ପ୍ରତିରକ୍ଷା କ୍ଷେତ୍ରରେ ଦୁଇ ଦେଶର ଭାଗିଦାରୀ। ଭାରତ ମହାସାଗର କ୍ଷେତ୍ର, ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ 'ଆକ୍ଟ ଇଷ୍ଟ' ଏବଂ 'ପଡ଼ୋଶୀ ପ୍ରଥମେ' ନୀତିରେ ଭାରତର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଭାରତ-ପ୍ରଶାନ୍ତ…

ପୂର୍ବତନ ରାଜ୍ୟ ବିଜେପି ସଭାପତି ‘ମୁଣ୍ଡକାଟ’ ଧମକ ଦେଇଥିବା ଅଭିଯୋଗ

ଜୁନାଗଡ: ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଏକ ବୈଠକରେ ମୁଣ୍ଡକାଟ ପାଇଁ ଧମକ ଦେଇଥିବା ଅଭିଯୋଗ ହୋଇଛି । ସୋମବାର ଜୁନାଗଡ ଏନଏସିରେ ନିର୍ବାଚିତ କାଉନସିଲରଙ୍କୁ ନେଇ ଏକ ବୈଠକ ବସିଥିଲା। ଏହି ସମୟରେ ବିଜେଡି କାଉନସିଲରଙ୍କ ସହ ଯୁକ୍ତିତର୍କ ବେଳେ…

ରୁଷ ପାଖରୁ ତେଲ କିଣି ଭାରତ ଅନ୍ତର୍ଜାତୀୟ ଚୁକ୍ତି ଉଲ୍ଲଂଘନ କରୁଛି କି ? ଜବାବ ରଖିଲା ଆମେରିକା

ନ୍ୟୁୟର୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ବୈଠକ କରିଛନ୍ତି । ଭର୍ଚୁଆଲ ମୋଡରେ କରିଥିବା ଏହି ବୈଠକ ଉପରେ ସାରା ବିଶ୍ୱର ନଜର ଥିଲା । ମୁଖ୍ୟତଃ ରୁଷ-ୟୁକ୍ରେନ ପ୍ରସଙ୍ଗରେ ଦୁଇ ନେତାଙ୍କ ଆଭିମୁଖ୍ୟ କଣ ହେବା ତା ଉପରେ ଦୁନିଆର ନଜର ଥିଲା । ଏହି…

କୋଣାର୍କ ଏକ୍ସପ୍ରେସ ଧକ୍କାରେ ୫ ଜଣଙ୍କର ମୃତ୍ୟୁ

ହାଇଦ୍ରାବାଦ: ସୋମବାର ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର ସିଗାଦମ ମଣ୍ଡଳର ବଟୁଆ ଫାଟକ ନିକଟରେ କୋଲକାତା ଅଭିମୁଖେ ଯାଉଥିବା କୋଣାର୍କ ଏକ୍ସପ୍ରେସ୍ ମାଡ଼ିଯିବାରୁ ପାଞ୍ଚ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁୟାୟୀ,…

ମୋଦୀ-ବାଇଡେନ ବୈଠକ, ୟୁକ୍ରେନ ବୁଚାରେ ଗଣହତ୍ୟାକୁ ନିନ୍ଦା କଲା ଭାରତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଜୋସେଫ ଆର ବାଇଡେନ ସୋମବାର ଏକ ଭର୍ଚୁଆଲ ବୈଠକ କରିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଭାରତ-ଆମେରିକା ୨+୨ ମନ୍ତ୍ରୀସ୍ତରୀୟ ଆଲୋଚନା ପାଇଁ ୱାଶିଂଟନ ଡିସିରେ ଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ…

କୋଭିଡ ମୃତକଙ୍କ ପରିବାରବର୍ଗଙ୍କୁ ସହାୟତା ଦାବି ଦାଖଲ ପାଇଁ ସମୟସୀମା ଧାର୍ଯ୍ୟ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କରୋନା ମୃତକଙ୍କ ପରିବାରବର୍ଗଙ୍କୁ ଅନୁକମ୍ପାମୂଳକ ସହାୟତା ପ୍ରଦାନ ପାଇଁ ଆବେଦନ ଦାଖଲ କରିବା ନିମନ୍ତେ ସୁପ୍ରିମ୍‌କୋର୍ଟ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ କରିଛନ୍ତି । ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣଙ୍କ ଘୋଷଣା ଅନୁଯାୟୀ ଏହି ସହାୟତା ପ୍ରଦାନ କରାଯିବ । ୨୦୨୧ର ରିଟ୍‌…