ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ହେଲେ ଶେହବାଜ ସରିଫ୍
ଇସଲାମାବାଦ : ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି ଶେହବାଜ ସରିଫ୍ । ଇମ୍ରାନ ଖାନ ସରକାର ଭୁଶୁଡିବା ପରେ ପ୍ରଧାନମନ୍ତ୍ରୀ କିଏ ହେବ ସେନେଇ ଚର୍ଚ୍ଚା ଜୋର ଧରିଥିଲା । ହେଲେ ଆଜି ଚର୍ଚ୍ଚାରେ ପଡିଛି ପୂର୍ଣ୍ଣଛେଦ । ଶେହବାଜ ସରିଫ ଆଜି ପାକିସ୍ତାନର ପ୍ରଧାନମନ୍ତ୍ରୀ…