ଦେଶରେ ପେଟ୍ରୋଲ ଓ ଡିଜେଲ ଦର ଉପରମୁହାଁ, ଆଜି କେତେ ବଢ଼ିଲା ?
ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନ ପାଇଁ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ତେଲ କଂପାନିଗୁଡ଼ିକ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୪୦ ପଇସା ବୃଦ୍ଧି କରିଛନ୍ତି। ଗତ ୧୪ ଦିନ ମଧ୍ୟରେ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୮.୪୦ ଟଙ୍କା ବୃଦ୍ଧି ପାଇଛି।ଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ଦର…