Latest Odisha News

BREAKING NEWS

[ଭିଡିଓ] ଷ୍ଟ୍ରଙ୍ଗରୁମ୍ ଆଗରେ ଉତ୍ତେଜନା, ପୋଲିସର ମୃଦୁ ଲାଠି ଚାଳନା

ଭୁବନେଶ୍ୱର: ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱର ବିଜେବି କଲେଜ ଷ୍ଟ୍ରଙ୍ଗରୁମ ସାମ୍ନାରେ ଉତ୍ତେଜନା ଦେଖା ଦେଇଛି । ଇଭିଏମ୍ ଟ୍ୟାମ୍ପରିଂ ପାଇଁ କେହି ଯୁବକ ବେକରେ ଏକ ପରିଚୟ ପତ୍ର ଝୁଲାଇ ଷ୍ଟ୍ରଙ୍ଗ ରୁମ ଭିତରକୁ ପଶିଥିବା ଅଭିଯୋଗ ହୋଇଛି । ସମ୍ପୃକ୍ତ ଯୁବକଙ୍କୁ ସେଠାରେ ଉପସ୍ଥିତ ଥିବା ଲୋକେ…

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ଯୁବକ

ଭଦ୍ରକ : କଥାରେ ଅଛି ରଖେ ହରି ତ ମାରେ କିଏ । କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ଯୁବକ । ଏପରି ଅଘଟଣ ଭଦ୍ରକ ଜିଲ୍ଲା ପିରାହାଟ ଥାନା ଛେଳିଆ ନେଇରେ ଘଟିଛି । ଲୋକମାନେ ନଦୀର ମାଛ ଧରୁଥିଲେ ହେଲେ ହଠାତ୍ ଏହି ସମୟରେ କେଉଁଠୁ କୁମ୍ଭୀର ଆସି ଯୁବକ ଗଗନ ନାଏକଙ୍କୁ ଝାମ୍ପି ନେଇଥିଲା ।…

‘ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେଡିରୁ ନିଲମ୍ବନ ହୋଇଛନ୍ତି ବୋଲି ଗୃହ ଜାଣିନି’

ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନେଇ ମୋହ ଛାଡିନି ଶାସକ ଦଳ ବିଜେଡିର ! ଯଦିଓ ତିନି ମାସ ପୂର୍ବରୁ ବିଜେପି ନେତାଙ୍କୁ ମାଡ ମାରିବା ଘଟଣାରେ ପ୍ରଶାନ୍ତ ଜଗଦ୍ଦେବ ଦଳରୁ ନିଲମ୍ବିତ ହୋଇଛନ୍ତି  କିନ୍ତୁ ଏ ବାବଦରେ ଗୃହକୁ ଅବଗତ କରାଯାଇନି । ବିଧାନସଭାରେ ବାଚସ୍ପତି…

ଦୂତୀଙ୍କ ଡିଲିଟ୍ ପୋଷ୍ଟକୁ ଶେଆର କରି ବର୍ଷିଲେ ଦିଲ୍ଲୀପ ତିର୍କି

ଭୁବନେଶ୍ୱର: ରାଜ୍ୟ ସରକାର ହକିକୁ ଅଧିକ ଗୁରୁତ୍ୱ ଦେବାକୁ ସହିପାରିନାହାନ୍ତି ଧାବିକା ଦୂତି ଚାନ୍ଦ । ସେ ଏକ ଫେସବୁକ ପୋଷ୍ଟ ଜରିଆରେ ଏ ନେଇ କ୍ଷୋଭ ପ୍ରକାଶ କରିବା ସହିତ ସରକାରଙ୍କ ଉପରେ ବର୍ଷିଥିଲେ । ରାଜ୍ୟ ସରକାର ଖେଳ ନାଁରେ ରାଜନୀତି କରୁଛନ୍ତି । କେବଳ ଗୋଟିଏ ଖେଳକୁ ଗୁରୁତ୍ୱ…

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ , ବ୍ୟାଙ୍କରେ ଟଙ୍କା ଜମା ବେଳେ ଧରାପଡିଲେ

ମାଲକାନଗିରି : ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ । ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇ ଆଶିଷ କୁମାର ଦାସ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ମାଲକାନଗିରି ଡି ସି ବି ବ୍ୟାଙ୍କରେ ୧୦ଲକ୍ଷ ଟଙ୍କା ଜମା କରିବାକୁ ଯାଇଥିବା ବେଳେ ଭିଜିଲାନ୍ସ ବିଭାଗ…

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ : ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଲକ୍ଷ୍ନୌର ଅଟଳ ବିହାରି ବାଜପେୟୀ ଇକ୍ନା ଷ୍ଟାଡିୟମରେ ଆଜି ଯୋଗୀ ଆଦିତ୍ୟ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଆନନ୍ଦିବେନ ପଟେଲ ଯୋଗୀଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଶପଥ ପାଠ ସମାରୋହରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଧାୟକ ସୁର ରାଉତରାୟଙ୍କ ପୁଅ ପର୍ବତାରୋହୀ ସିଦ୍ଧାର୍ଥ ରାଉତରାୟ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଓଡିଆ ପର୍ବତାରୋହୀ ସିଦ୍ଧାର୍ଥ ରାଉତରାୟ । ବିଧାନସଭା ପରିସରରେ ଥିବା ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଆଜି ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ସିଦ୍ଧାର୍ଥ ହେଉଛନ୍ତି ଜଟଣୀ କଂଗ୍ରେସ ବିଧାୟକ ସୁରେସ ରାଉତରାୟଙ୍କ ପୁଅ ।ଏହି…

[ଭିଡିଓ] ନିଆଁର ଆଁରେ ମୁକ୍ତାପଶି ପଶ୍ଚିମାଞ୍ଚଳ ବନାଞ୍ଚଳ , ଜଳୁଛି ଶହ ଶହ ଏକର ସଂରକ୍ଷିତ ଜଙ୍ଗଲ

କାମାକ୍ଷାନଗର : ଜଳୁଛି ଶହ ଶହ ଏକର ଜଙ୍ଗଲ । ନିଆଁ ଜଙ୍ଗଲକୁ ବ୍ୟାପିବାରେ ଲାଗିଛି । ଢେଙ୍କାନାଳ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଶିଆରିମାଳିଆ ଗାଁ ପାଖରେ ଥିବା ଜଙ୍ଗଲରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛିା ଜଙ୍ଗଲରେ ନିଆଁ ଲାଗି ଯିବା ଯୋଗୁଁ ଶାଳ ,…

ପୌର ନିର୍ବାଚନ : ଇଭିଏମରେ ସିଲ୍ ପ୍ରାର୍ଥୀଙ୍କ ଭାଗ୍ୟ, ଆସନ୍ତାକାଲି ବାହାରିବ ରେଜେଲ୍ଟ

ଭୁବନେଶ୍ୱର : ସରିଲା ଭୋଟ ।ଏବେ ଅପେକ୍ଷା ରେଜେଲ୍ଟକୁ । ପୌର ନିର୍ବାଚନ ପାଇଁ ରାଜ୍ୟବାସୀ ରାୟ ଦେଇସାରିଛନ୍ତି । ଏବେ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ ହୋଇ ରହିଛି । କଡା ସୁରକ୍ଷା ବଳୟ ଭିତରେ ଏବେ ବନ୍ଦ ହୋଇ ରହିଛି ୬ହଜାର ୪୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ । ଭୋଟର ମାନେ ମେୟର ଓ…

ଉପନିର୍ବାଚନରେ ପ୍ରାର୍ଥୀ ହେବାକୁ ପ୍ରସ୍ତୁତ କହିଲେ ଅଳକା ମହାନ୍ତି

ଝାରସୁଗୁଡା: ପଞ୍ଚାୟତ, ପୌର ପରେ ଏବଂ ରାଜ୍ୟରେ ବ୍ରଜରାଜନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବାକୁ ଯାଉଛି । ଖୁବଶୀଘ୍ର ତାରିଖ ଘୋଷଣା ହେବ ବୋଲି ଜଣାପଡିଛି । ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗ ପରେ ଖାଲି ପଡିଥିବା ଏହି ଆସନରେ କିଏ ପ୍ରାର୍ଥୀ ହେବେ ସେ ନେଇ ଚର୍ଚ୍ଚା ବଢିଛି ।…