Latest Odisha News

BREAKING NEWS

‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନ, ବହି ପଢ଼ା ଆଗ୍ରହ ସୃଷ୍ଟି ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ସୁନ୍ଦରଗଡ଼: କରୋନା ମହାମାରୀର ପ୍ରକୋପ କମିବା ପରେ ସୁନ୍ଦରଗଡ଼ ଜିଲ୍ଲାରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନକୁ ପୁଣିଥରେ ଆରମ୍ଭ କରାଯାଇଛି। ଆଜିର ଡିଜିଟାଲ ଯୁଗରେ ଛାତ୍ରଛାତ୍ରୀ, ଯୁବପିଢ଼ି ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ ମଧ୍ୟରେ ବହି ପଢ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ଲାଗି ଏହି ଅଭିଯାନ…

ପୁଣି ବଢ଼ିଲା ପେଟ୍ରୋଲ ଏବଂ ଡିଜେଲ ଦର

ନୂଆଦିଲ୍ଲୀ: ଲଗାତର ଦ୍ୱିତୀୟ ଦିନ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ବୁଧବାର ଦିନ ପୁଣି ଥରେ ତୈଳ କମ୍ପାନୀ ପେଟ୍ରୋଲ ଏବଂ ଡିଜେଲର ଦାମ ବଢାଇଛନ୍ତି । ଉଭୟ ପେଟ୍ରୋଲ ଏବଂ ଡିଜେଲ ଦର ଲିଟର ପିଛା ୮୦ ପଇସା ବୃଦ୍ଧି ହୋଇଛି। ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୭.୦୧…

ବିଶ୍ୱ ଜଳ ଦିବସ: କେମିତି ପାଣି ହେଲା ଦେଶର ବଡ ବ୍ୟବସାୟ ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ଜଳ ଏପରି ଏକ ପ୍ରାକୃତିକ ସମ୍ପଦ ଯାହା କେବଳ କୃଷି ଉଦ୍ଦେଶ୍ୟରେ କିମ୍ବା ପିଇବା ପାଇଁ ବ୍ୟବହୃତ ହୁଏ ନାହିଁ ବରଂ ଏହା ଜୀବନ ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଜଳ ବିନା ଜୀବନ ଅସମ୍ଭବ। ତେଣୁ କୁହାଯାଏ ଜଳ ବହୁଳେ ସୃଷ୍ଟି ନାଶ, ଜଳ ବିହୁନେ ବି ସୃଷ୍ଟି ନାଶ ।…

ସରିଗଲା ପ୍ରଚାର, ମୈଦାନକୁ ଓହ୍ଲାଇଲେନି ବିଜେପିର ହେବିଓ୍ୱେଟ୍

ଭୁବନେଶ୍ୱର: ମହାନଗର ନିଗମ ଏବଂ ପୌର ନିର୍ବାଚନ ପାଇଁ ପ୍ରଚାର ସରିଗଲା କିନ୍ତୁ ମୈଦାନକୁ ଓହ୍ଲାଇଲେନି ବିଜେପିର ହେବିଓ୍ୱେଟ୍ ନେତା । ପଞ୍ଚାୟତ ନିର୍ବାଚନର ପରାଜୟ ପରେ ବିଜେପି ମହାନଗର ଏବଂ ପୌର ନିର୍ବାଚନ ଉପରେ ଜୋରଦାର ଫୋକସ କରିବ ଏବଂ ପଞ୍ଚାୟତ ନିର୍ବାଚନର ଭୁଲରୁ ଶିକ୍ଷାଲାଭ କରି ଶାସକ…

ବିଜେପିର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ, ସନ୍ଦେହ ଘେରରେ ଡକ୍ଟରେଟ ଶିକ୍ଷାଗତ ଯୋଗ୍ୟତା

ଭୁବନେଶ୍ୱର: ସରିଛି ପ୍ରଚାର, ଏବେ ଅନ୍ଧାରି ବିଜେର ସମୟ । ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ପଡିବ ଭୋଟ୍ । କିନ୍ତୁ ପ୍ରଚାର ବେଳେ ବିଜେପିର ଭୁବନେଶ୍ୱର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡଙ୍କ ଶିକ୍ଷାଗତ ଯୋଗ୍ୟତା ଏବେ ସନ୍ଦେହ ଘେରକୁ ଆସିଛି । ସୁନୀତି ତାଙ୍କ ନାଁ ପୂର୍ବରୁ…

ଦି କଶ୍ମୀର ଫାଇଲ୍ସ ପାଇଁ ଗୀତ ଗାଇବାକୁ ରାଜି ହୋଇ ଯାଇଥିଲେ ଲତା ମଙ୍ଗେସକର !

ମୁମ୍ବାଇ: ଅନୁପମ ଖେର ଅଭିନୀତ ଓ ବିବେକ ରଂଜନ ଅଗ୍ନିହୋତ୍ରୀ ନିର୍ଦ୍ଦେଶିତ ଦି କଶ୍ମୀର ଫାଇଲ୍ସ ଭାରତୀୟ ଫିଲ୍ମ ଇତିହାସରେ ସଫଳତାର ନୂତନ ଅଧ୍ୟାୟ ଯୋଡିଛି । ନିକଟରେ ଏକ ସାକ୍ଷାତକାରରେ ବିବେକ କହିଛନ୍ତି ଏହି ଫିଲ୍ମର ଏକ ଗୀତ ପାଇଁ ସେ ମହାନ ଗାୟିକା ଲତା ମଙ୍ଗେସରକରଙ୍କ ସହ ଯୋଗାଯୋଗ…

ପୁଣି ବିଗିଡିଲା ଲାଲୁଙ୍କ ସ୍ୱାସ୍ଥ୍ୟାବସ୍ଥା , ଏୟାର ଆମ୍ୱୁଲାନ୍ସରେ ଯିବେ ଦିଲ୍ଲୀ ଏମ୍ସ

ଦିଲ୍ଲୀ : ପୁଣି ବିଗିଡିଲା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା । ତାଙ୍କ ସ୍ୱାସ୍ଥ୍ୟଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଞ୍ଚିରୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯିବ  । ଲାଲୁଙ୍କ କିଡନୀ ଓ ହାର୍ଟରେ ସମସ୍ୟା ଥିଲା । ସେ କିଛି ଦିନ ହେବ ରାଞ୍ଜି ହସ୍ପିଟାଲରେ ଚିକିତ୍ସିତ…

‘ରଦ୍ଦ ହୋଇଥିବା ତିନି କୃଷି ଆଇନକୁ ସମର୍ଥନ କରୁଥିଲେ ୮୫ ପ୍ରତିଶତ’

ନୂଆଦିଲ୍ଲୀ: ରଦ୍ଦ ହୋଇଥିବା ତିନି କୃଷି ଆଇନ ପୁଣି ଥରେ ଚର୍ଚ୍ଚାରେ। ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ତିନି କୃଷି ଆଇନକୁ ସମ୍ପୂର୍ଣ୍ଣ ରୂପେ ରଦ୍ଦ ନକରିବା ସପକ୍ଷରେ ଥିଲା। ସରକାର ରଦ୍ଦ କରିବା ପରିବର୍ତ୍ତେ ଫିକ୍ସ ପ୍ରାଇସ ବା ଦାମରେ ଫସଲ କିଣିବାର ଅଧିକାର ପ୍ରଦାନ କରିବା ଏବଂ…

୩୫ ହଜାର ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କଲେ ମାନ୍ ସରକାର

ଚଣ୍ଡିଗଡ: ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବା ପରେ ଭଗବନ୍ତ ମାନ ଏବେ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି। ଭଗବନ୍ତ ମାନ ମଙ୍ଗଳବାର ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟର ଗ୍ରୁପ୍ ସି ଏବଂ ଗ୍ରୁପ୍ ଡିର ପ୍ରାୟ ୩୫ ହଜାର ଅସ୍ଥାୟୀ କର୍ମଚାରୀଙ୍କୁ ସରକାର ସ୍ଥାୟୀ ଚାକିରି…

ଲୋକସଭାରୁ ଇସ୍ତଫା ଦେଲେ ଅଖିଳେଶ ଓ ଆଜମ ଖାନ୍

ଲକ୍ଷ୍ମୌ: ଉତ୍ତରପ୍ରଦେଶ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ଆଜି (ମଙ୍ଗଳବାର) ଲୋକସଭାରୁ ଇସ୍ତଫା ଦେଇଛନ୍ତି। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ​​ଅଖିଳେଶ ଯାଦବ କରହଲ ଆସନରୁ ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ତାଙ୍କ ସହିତ ଅଖିଳେଶ ଯାଦବ ୨୦୧୯ରେ ଆଜାମଗଡ ଲୋକସଭା ଆସନରୁ…