ଅନୁବାଦ ଗଳ୍ପ : ଚେର
ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୨୮
ମୂଳ ଉର୍ଦ୍ଦୁ: ଇସମତ୍ ଚୁଘତାଇ
ଆମ ସମସ୍ତଙ୍କ ମୁହଁରୁ ରଙ୍ଗ ହଜି ଯାଇଥିଲା । ଗଲା ଛଅଦିନ ଧରି ଘରେ ଚୁଲି ଉପରେ ହାଣ୍ଡି ସୁଦ୍ଧା ବସି ନ ଥିଲା । ପିଲାମାନେ ସ୍କୁଲକୁ ବି ଯାଇ ନ ଥିଲେ ଓ ଘରେ ପାଟିତୁଣ୍ଡ କରି ସମସ୍ତଙ୍କୁ ବ୍ୟସ୍ତ…