ଚିନିର ଅନ୍ତର୍ଜାତୀୟ ମୂଲ୍ୟରେ ରେକର୍ଡ ବୃଦ୍ଧି, ଭାରତରେ ବଢ଼ିବ କି ଦର?
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଚିନି ମୂଲ୍ୟ ଭାରତ ତୁଳନାରେ ପ୍ରାୟ ୫୦% ଅଧିକ । ଦେଶରେ ଚିନିର ହାରାହାରି ଖୁଚୁରା ମୂଲ୍ୟ କିଲୋଗ୍ରାମ ପିଛା ପ୍ରାୟ ୪୩ ଟଙ୍କା ଏବଂ ଏହା କେବଳ ସୀମା ମଧ୍ୟରେ ରହିବାର ସମ୍ଭାବନା ଅଛି ।
ହେଲେ ଭାରତ ସରକାର ସଫଳତାର ସହ ଦେଶରେ ଚିନିର ସ୍ଥିର ଖୁଚୁରା ମୂଲ୍ୟକୁ ବଜାୟ…