କେନ୍ଦ୍ରାପଡା ସ୍କୁଲରେ ଭାରତ ଜି-୨୦ ବିଷୟରେ ‘ଆମେ ପ୍ରୟାସ’ ସଂଗଠନର ପ୍ରତିଯୋଗିତା, ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ
କେନ୍ଦ୍ରାପଡା: ଭାରତ ଜି-୨୦ କଥାବସ୍ତୁକୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରିବା ପାଇଁ ଶିକ୍ଷାନୁଷ୍ଠାନ, ସାମାଜିକ ସଂଗଠନ ସମେତ ବିଭିନ୍ନ ଅନୁଷ୍ଠାନକୁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍…