୫୦ ହଜାର ଚାଷୀଙ୍କୁ ନେଇ ବିଧାନସଭା ଘେରିବ ବିଜେପି
ଭୁବନେଶ୍ୱର: ଓଡ଼ିଶାର ୮୦% ଲୋକ ଚାଷ ଉପରେ ନିର୍ଭର କରନ୍ତି । କିନ୍ତୁ ଦୀର୍ଘ ୨୩ ବର୍ଷ ଶାସନ କରିବା ପରେ ମଧ୍ୟ ଚାଷୀଙ୍କ ଲାଗି ନବୀନ ବାବୁ କୌଣସି ବ୍ୟବସ୍ଥା ନକରିବା ଲଜ୍ଜାର କଥା । ରାଜ୍ୟ ସରକାର ଯୋଜନା କରୁଥିବା ଡିଣ୍ଡିମ ପିଟୁଛନ୍ତି ବାସ୍ତବରେ ତାହା ଗାଁରେ ପଂହଚିପାରୁନାହିଁ । ଚାଷୀମାନେ…