କାର୍ତ୍ତିକେଶ୍ୱର ଭସାଣି ବେଳେ ବାଣ ବିସ୍ଫୋରଣ: ୪୦ରୁ ଅଧିକ ଆହତ, ୩୦ ଗୁରୁତର
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଅନ୍ତର୍ଗତ ବାଲିଆ ବଜାର ନିକଟରେ ବୁଧବାର ଏକ ବାଣ ବିସ୍ଫୋରଣରେ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩୦ ଜଣ ଗୁରୁତର ଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରୁ ୫ ଜଣ ଶିଶୁ ରହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ରାପଡା ବାଲିଆ…