ଭୁବନେଶ୍ୱରରେ ‘ରୋଜଗାର ମେଳା’ରେ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟରେ ୩୮୪ ଜଣ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ଭୁବନେଶ୍ୱରରେ ‘ରୋଜଗାର ମେଳା’ରେ ଏହି ନିଯୁକ୍ତିପତ୍ର ବାଣ୍ଟିଛନ୍ତି କେନ୍ଦ୍ରମନ୍ତ୍ରୀ। ନବନିଯୁକ୍ତ ଯୁବକ ଯୁବତୀମାନେ କର୍ମକ୍ଷେତ୍ରରେ ଦାୟିତ୍ୱ ଏବଂ…