‘କ୍ଷମତାକୁ ଫେରିଲେ କେନ୍ଦୁଝରରେ କାରଖାନା ପ୍ରତିଷ୍ଠା ନିଶ୍ଚିତ’
କେନ୍ଦୁଝର: ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଓଡ଼ିଶା ରାଜକୋଷକୁ ସବୁଠାରୁ ଅଧିକ ଅର୍ଥ ପ୍ରଦାନ କରୁଛି । କେବଳ ଖଣି ଏବଂ ଖଣିଜଜାତ ଦ୍ରବ୍ୟରୁ ସିଧାସଳଖ ଭାବରେ ବାର୍ଷିକ ୪୫ ହଜାର କୋଟି ଟଙ୍କାରୁ ଅଧିକ ଆୟ କରୁଛନ୍ତି । ତତ୍ସହିତ ଜିଲ୍ଲା ଖଣିଜ ବିକାଶ ଫଣ୍ଡରେ ପାଖାପାଖି ୧୮ ହଜାର…