ଦେବାଳିଆ ହୋଇପାରେ ଟ୍ବିଟର, ଆଶଙ୍କା କଲେ ମାଲିକ ମସ୍କ
ନୂଆଦିଲ୍ଲୀ: ଟ୍ୱିଟର ହୋଇପାରେ ଦେବାଳିଆ। ନୂଆ ମାଲିକ ଏଲନ ମସ୍କ ସୋସିଆଲ୍ ମିଡିଆରେ ଏଭଳି ଏକ ଆଶଙ୍କା କରିଛନ୍ତି। ବିଶ୍ବର ସବୁଠୁ ଧନୀ ବ୍ୟକ୍ତି ମସ୍କ ଟ୍ୱିଟର କର୍ମଚାରୀଙ୍କୁ ଫୋନ୍ କରି କହିଛନ୍ତି ଯେ ଦେବାଳିଆ ସମ୍ଭାବନାକୁ ଏଡ଼ାଇ ଦିଆଯାଇପାରିବ ନାହିଁ।
ମସ୍କ ଦୁଇ ସପ୍ତାହ ପୂର୍ବରୁ ୪୪…