ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସ ଗିରଫ
ଭୁବନେଶ୍ୱର: ଗିରଫ ହେଲେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍ଡବ୍ଲୁଏସ୍ଏସ୍) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାଶ। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ନିଜର କଳା ଟଙ୍କାକୁ କ୍ରିପଟୋ କରେନ୍ସିରେ ଇନଭେସ୍ଟମେଣ୍ଟ …