ଗଣ୍ଡଗୋଳ ଏବଂ ବଟି ମାଗିବା ଅଭିଯୋଗ, ବିଧାୟକ ସାଲୁଜାଙ୍କ ପୁଅ ଗିରଫ
ବଲାଙ୍ଗୀର: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଅମିତ ସିଂ ସାଲୁଜା ଗିରଫ । ସ୍ଥାନୀୟ ସିନେମା ହଲରେ ଗଣ୍ଡଗୋଳ ଏବଂ ଭଙ୍ଗାରୁଜା କରିବା ଅଭିଯୋଗରେ ସେ ଗିରଫ ହୋଇଛନ୍ତି । କଣ୍ଟାବାଞ୍ଜି ପୁଲିସ ତାଙ୍କୁ ଗିରଫ କରି ବେଲପଡା ଥାନାରେ ପଚରାଉଚରା କରୁଥିବା ସୂଚନା ରହିଛି ।
ଦୁଇ ଦିନ…