ରାଷ୍ଟ୍ରପତି ଆସନରୁ ଦ୍ରୌପଦୀ ମୁର୍ମୁଙ୍କୁ ବଦଳାଇବାକୁ ଆବେଦନ, କୋର୍ଟ ଶୁଣାଇଲେ ରାୟ
ନୂଆଦିଲ୍ଲୀ: ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭାବେ ବଦଳାଇବାକୁ ସୁପ୍ରିମକୋର୍ଟରେ ଆବେଦନ। ଆବେଦନକାରୀ ହେଉଛନ୍ତି କିଶୋର ଜଗନ୍ନାଥ ସାୱନ୍ତ। ସେ ନିଜକୁ ପରିବେଶବିତ୍ ବୋଲି କହିଛନ୍ତି। ସାୱନ୍ତଙ୍କ ଦ୍ବାରା ଦାଖଲ ହୋଇଥିବା ଆବେଦନରେ ଦର୍ଶାଯାଇଛି ଯେ ତାଙ୍କୁ ନିକଟରେ ହୋଇଥିବା ରାଷ୍ଟ୍ରପତି…