ବିସର୍ଜନ ବେଳେ ଅଘଟଣ, ୧୩ ଜଣଙ୍କର ମୃତ୍ୟୁ
ଓଡ଼ିଶା ସମ୍ବାଦ ବ୍ୟୁରୋ: ବୁଧବାର ଦେବୀ ଦୁର୍ଗାଙ୍କ ମୂର୍ତ୍ତି ଭସାଣିବେଳେ ଅଘଟଣ। ରାଜସ୍ଥାନ ଏବଂ ପଶ୍ଚିମବଙ୍ଗରେ ମୋଟ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ପଶ୍ଚିମବଙ୍ଗର ୭ ଜଣ ଏବଂ ରାଜସ୍ଥାନର ୬ ଜଣ ମେଢ ଭସାଇବାକୁ ଯାଇଥିବା ବେଳେ ବୁଡ଼ିଯିବାରୁ ପ୍ରାଣ ହରାଇଛନ୍ତି।
ପଶ୍ଚିମବଙ୍ଗର ଜଲପାଇଗୁଡି…