ରାଜସ୍ଥାନ କଂଗ୍ରେସରେ ବିଦ୍ରୋହ ପରେ ‘ଖେଲା’ କରିବ କି ବିଜେପି ?
ଜୟପୁର: ରାଜସ୍ଥାନ କଂଗ୍ରେସରେ ବିଦ୍ରୋହ ପରେ ବିରୋଧୀ ବିଜେପି ନିରବ ରହିଛି। ଯଦିଓ କଂଗ୍ରେସକୁ ନେଇ ବିଜେପି ନେତା କଡା ପ୍ରତିକ୍ରିୟା ରଖୁଛନ୍ତି ହେଲେ ସରକାର ଗଢିବା ନେଇ କୌଣସି ଗୋଟି ଚଳାଉଥିବା ଦେଖିବାକୁ ମିଳୁନି। ଯାହା ଅନ୍ୟ ସମୟରେ ବିଜେପି କରିଥିବାର ନଜିର ରହିଛି। କିନ୍ତୁ ସାଧାରଣରେ…