ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର (୮୨)
ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର
ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ
“ବୀରା! ସିଆଡ଼େ କୁଆଡ଼େ ଯାଉଛ?” ପଛପଟୁ ରୋହାନ୍ର ଡାକରେ ବୀରା ତା' ଯନ୍ତ୍ରଣା ସିକ୍ତ ସ୍ମୃତି ରୋମନ୍ଥନରୁ ଫେରିଆସି ପଛକୁ ଚାହିଁଲା । ନିଜ ଭାବନାରେ ହଜିଯାଇ, ତାଙ୍କ ଟାକ୍ସି ଛିଡ଼ା ହୋଇଯିବା ସ୍ଥାନରୁ ସେ ଆହୁରି…