ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର(୬୨)
ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର
ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ
“ହଁ ! ଆମେ ଦେଖିଥିଲେ? ତା\'ହେଲେ ଯାତ୍ରୀଙ୍କୁ ଖଲାସ କରିବାର ପ୍ରକ୍ରିୟା ସେ ସିନେମାରେ ସମ୍ପୂର୍ଣ୍ଣ ଭିନ୍ନ ଭାବରେ ଦେଖେଇବାର କାରଣ କ’ଣ?” ସିଡ଼୍ ପଚାରିଲା । “ହଁ, ପ୍ରଥମ କଥା ହେଲ, ଟାଇଟାନିକ୍ ଜାହାଜଟି…