Latest Odisha News

BREAKING NEWS

ମାଲକାନଗିରିରେ ପହଂଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମାଲକାନଗିରି: ମାଲାକନଗିରିରେ ପହଁଚିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ ହେବ । ୭ଟି ବ୍ଲକ ଓ ୨ଟି ପୌରାଂଚଳରେ ସ୍ମାର୍ଟ କାର୍ଡ ବଣ୍ଟନ ହେବାକୁ ଥିବାବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । କୋଭିଡ…

ମାଲକାନଗିରିର ୧ ଲକ୍ଷ ୫୫ ହଜାର ୮୨୩ ହିତାଧିକାରୀ ପାଇବେ BSKY ସ୍ମାର୍ଟ କାର୍ଡ

ଭୁବନେଶ୍ବର : ଆସନ୍ତାକାଲି ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଲୋକଙ୍କୁ ବଣ୍ଟାଯିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ । ଆଦିବାସୀ ଅଧ୍ୟୁଷିତ ସୀମାନ୍ତ ମାଲକାନଗିରି ଜିଲ୍ଲାରେ ଏହି BSKY ସ୍ମାର୍ଟ କାର୍ଡକୁ ବାଣ୍ଟିବେ ମୁଖ୍ୟମନ୍ତ୍ରୀ…

[ଭିଡିଓ] ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ, ଶୁଭାରମ୍ଭ ହେବ ବିଜୁ କଲ୍ୟାଣ ସ୍ୱାସ୍ଥ୍ୟ ଯୋଜନା

ମାଲକାନଗିରି: ପ୍ରଥମେ ମାଲକାନଗିରି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧିନରେ ସ୍ମାର୍ଟ କାର୍ଡ ବଣ୍ଟନ ହେବ । ଏଥିପାଇଁ ଆସନ୍ତକାଲି ମାଲକାନଗିରି ଗସ୍ତ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଏହା ପୂର୍ବରୁ ଜିଲ୍ଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଥିଲାବେଳେ…

ସ୍ଵାଭିମାନ ଅଞ୍ଚଳରେ ମାଓ ବିରୋଧୀ ପୋଷ୍ଟର

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ଲାଗିଲା ମାଓ ବିରୋଧୀ ପୋଷ୍ଟର। ଆନ୍ଧ୍ର କ୍ୟାଡର ମାଓନେତାଙ୍କ ଅତ୍ୟାଚାରକୁ ବିରୋଧ କରି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ଆଦିବାସୀ ଅଧିକାର ମଞ୍ଚ ପକ୍ଷରୁ ଏହି ପୋଷ୍ଟର ଲଗାଯାଇଛି । ବିଶେଷ କରି ସ୍ୱାଭିମାନ ଅଞ୍ଚଳରେ ସରକାରଙ୍କ…

ଲଗାଣ ବର୍ଷାରେ ମାଲକାନଗିରିରେ ବୁଡ଼ିଲା କୋରକୋଣ୍ଡା ପୋଲ

ମାଲକାନଗିରି: ଦୁଇ ଦିନ ଲଗାଣ ବର୍ଷା ପରେ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି । ବୁଡିଛି କୋରକୋଣ୍ଡା ପୋଲ । ବ୍ରିଜ୍ ଉପରେ ୩-୪ ଫୁଟ ଉଚ୍ଚତାରେ ବର୍ଷା ପାଣି ପ୍ରବାହିତ ହେଉଛି । ଫଳରେ ମାଲକାନଗିରିରୁ ବାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।…

ମାଲକାନଗିରିରେ ଲଗାଣ ବର୍ଷା; ବୁଡିଲା ପୋଲ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବୁଡିଲା କାଙ୍କୁରୁକୋଣ୍ଡା ଓ କନ୍ୟାଶ୍ରମ ପୋଲ । ପୋଲ ଉପରେ ତିନି ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ ୩୨୬ ନମ୍ବର ଜାତୀୟ ରାଜପଥର ମାଲକାନଗିରି ଠାରୁ ମୋଟୁ ଓ କାଲିମେଳା ଠାରୁ ପଡିଆ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି ।…

ଅସହ୍ୟ ତେଲୁଗୁ ମାଓନେତାଙ୍କ ନିର୍ଯାତନା, ୩ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସ୍ୱାଧିନତା ଦିବସ ପୂର୍ବରୁ ଆତ୍ମସମର୍ପଣ କଲେ ୩ଜଣ ହାର୍ଡକୋର୍ ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀମାନଙ୍କ ବିରୋଧରେ ପୂର୍ବରୁ ରହିଛି ଏକାଧିକ ସଙ୍ଗୀନ ଅଭିଯୋଗ । ମାଓବାଦୀମାନେ ମାଲକାନଗିରି ସୀମାନ୍ତ ଛତିଶଗଡର ଦନ୍ତେଓଦ୍ୱାଡା ଜିଲ୍ଲା ଏସ୍‌ପି ଅଭିଷେକ ପଲ୍ଲଭ ଓ…

ସମସ୍ୟା ଭିତରେ ନୂଆଗୁଡ଼ା ଗାଁ

ମାଲକାନଗିରି:  ଗାଁ ଠାରୁ ସହର ପର୍ଯ୍ୟନ୍ତ ଯୋଡିବା ଲାଗି ସରକାରୀ ସ୍ତରରେ ପ୍ରସ୍ତୁତ ହେଉଛି ଅନେକ ଯୋଜନା । ହେଲେ ଉପାନ୍ତ ମାଲକାନଗିରି ଜିଲ୍ଲାରେ କିନ୍ତୁ ସରକାରଙ୍କ ଏହି ସବୁ ଯୋଜନା ଠିକ୍ ଭାବେ ପହଞ୍ଚି ପାରୁନାହି ।  ଜିଲ୍ଲାର କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନୁଆଗୁଡା ଗାଁର ଏକାଧିକ ଲୋକେ…

[ଭିଡିଓ] ବୃନ୍ଦାଙ୍କ ଜୀବନ ପଥରେ କଣ୍ଟା ସାଜିଛି ଅଜଣା ରୋଗ

ମାଲକାନଗିରି: ଦିନକୁ ଦିନ ଉନ୍ନତି କରୁଛି ଚିକିତ୍ସା ବିଜ୍ଞାନ । ହେଲେ ଏବେ ବି ବୃନ୍ଦାଙ୍କ ରୋଗର ରହସ୍ୟକୁ ଭେଦ କରାଯାଇପାରିନି । ଦୀର୍ଘ ୧୦ ବର୍ଷ ଧରି ଶେଯରେ ପଡି ଛଟପଟ ହେଉଛନ୍ତି ମେଧାବୀ ଛାତ୍ରୀ ବୃନ୍ଦା କବାସି । ଚାଲିଛି ଚିକିତ୍ସା ହେଲେ ଏବେ ବି ରୋଗକୁ ଚିହ୍ନଟ କରିବା କାହା ପକ୍ଷରେ…

କୁକୁଡ଼ା ଖାଇବାକୁ ଆସି ଧରାପଡ଼ିଲା ୯ ଫୁଟର ଅଜଗର

ମାଲକାନଗିରି: କୁକୁଡା ଖାଇବାକୁ ଯାଇ ଧରାପଡ଼ିଲା ବିରାଟକାୟ ଅଜଗର । ମାଲକାନଗିରି ଜିଲ୍ଲା ସିଙ୍ଗରାଜକୋଣ୍ଡା ଗାଁରେ ଦେଖିବାକୁ ମିଳିଛି ଏକ ଘଟଣା । ଗାଁ କୋଷା ମାଢିଙ୍କିଙ୍କ ପୋଷା କୁକୁଡା ହଜି ଯାଇଯାଇଥିଲା । ଖୋଜାଖୋଜି ପରେ ସେ ପାଇ ନଥିଲେ । ଏତିକିବେଳେ କୁକୁଡା ଘର ଭିତରେ ପଶିଥିଲା ଅଜଗର ।…