କେତେଦିନ ଚାଲିବ ଲାଲ୍ ସେନାର ଆତଙ୍କରାଜ ?
ମାଲକାନଗିରି: ରକ୍ତମୁଖା ଲାଲ୍ ସେନାର ଭିତ୍ତିହୀନ ଆନ୍ଦୋଳନ । ପ୍ରତିଦିନ ସରକାରୀ ସମ୍ପତ୍ତି ଧ୍ୱଂସ କରି ନିଜ ଲକ୍ଷ୍ୟହୀନ ଆନ୍ଦୋଳନର ଦ୍ୱାହି ଦେଉଛି । ପୁଣିଥରେ ଛତିଶଗଡ ବିଜାପୁର ଜିଲ୍ଲାରେ ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି ।
ସୂଚନା ଅନୁଯାୟୀ ଉନ୍ନୟନ ମୂଳକ କାମକୁ ବିରୋଧ କରି ବିଜାପୁର…