Latest Odisha News

BREAKING NEWS

କେତେଦିନ ଚାଲିବ ଲାଲ୍ ସେନାର ଆତଙ୍କରାଜ ?

ମାଲକାନଗିରି: ରକ୍ତମୁଖା ଲାଲ୍ ସେନାର ଭିତ୍ତିହୀନ ଆନ୍ଦୋଳନ । ପ୍ରତିଦିନ ସରକାରୀ ସମ୍ପତ୍ତି ଧ୍ୱଂସ କରି ନିଜ ଲକ୍ଷ୍ୟହୀନ ଆନ୍ଦୋଳନର ଦ୍ୱାହି ଦେଉଛି । ପୁଣିଥରେ ଛତିଶଗଡ ବିଜାପୁର ଜିଲ୍ଲାରେ ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି । ସୂଚନା ଅନୁଯାୟୀ ଉନ୍ନୟନ ମୂଳକ କାମକୁ ବିରୋଧ କରି ବିଜାପୁର…

ଛତିଶଗଡରେ ମାଓବାଦୀ ଓ ଯବାନ ମୁହାଁମୁହିଁ, ଜଣେ ନକ୍ସଲ ନିହତ

ମାଲକାନଗିରି: ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ଏନକାଉଣ୍ଟର । ପୋଲିସ ଗୁଳିରେ ନିହତ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ । ଘଟଣାସ୍ଥଳର ଦୁଇଟି ଦେଶୀ ବନ୍ଧୁକ ସହ ଲ୍ୟାଣ୍ଡମାଇନ୍ ଓ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ କିରଣ୍ଡୁଲ ଥାନା ଅନ୍ତର୍ଗତ…

ବାଇକରେ ବୁହା ହେଲା ମୃତ ଦେହ

ଖୈରପୁଟ :ପୁଣି ମୃତ ଦେହକୁ ଅସମ୍ମାନ । ମେଡିକାଲରୁ ମିଳିଲାନି ଗାଡ଼ି । ଶେଷରେ ବାଇକରେ  ବୁହା ହେଇ ଆସିଲା ମୃତ ଦେହ । ମାଲକାନଗିରି ଜିଲ୍ଲା ଖୈରପୁଟ ବ୍ଲକ ଅନ୍ତର୍ଗତ କଦମଗୁଡା ଗ୍ରାମର ଶୁକ୍ରା ଶିଶା । କାମ କରୁଥିବା ବେଳେ ହଠାତ୍ ତାଙ୍କର ହୃଦଘାତ ହୋଇଯାଇଥିଲା । ଯନ୍ତ୍ରଣାରେ ଛଟପଟ…

ମହଙ୍ଗା ପଡ଼ିଲା ଲାଞ୍ଚ

ମାଲକାନିଗିରି:ଫସିଗଲେ ଡାକ୍ତର ବାବୁ । ମହଙ୍ଗା ପଡ଼ିଲା ଲାଞ୍ଚ । ମାଲକାନିଗିରି ସରକାରୀ ଡାକ୍ତରଖାନାରେ ଲାଞ୍ଚ ମାଗି ହଟ ହଟା ହୋଇଛନ୍ତି ଡ଼ାକ୍ତର ଆଉ କର୍ମଚାରୀ । ରୋଗୀଙ୍କୁ ଲାଞ୍ଚ ମାଗିବା ଘଟଣା ପ୍ରସାରଣ ପରେ ନିଆଯାଇଛି କାର୍ଯ୍ୟନୁଷ୍ଠାନ। ଚାକିରୀରୁ ନିଲମ୍ବିତ ହୋଇଛନ୍ତି ଦୁଇ ଜଣ…

ଚିତ୍ରକୋଣ୍ଡା ଡଙ୍ଗାବୁଡି ମାମଲା, ମିଳିଲା ୨ ମୃତଦେହ

ମାଲକାନଗିରି: ବୁଧବାର ମାଛଧରା ଡଙ୍ଗାବୁଡି ମାମଲାରେ ନିଖୋଜ ଥିଲେ ୩ଜଣ । ଗତକାଲି ନିଖୋଜଙ୍କ ମଧ୍ୟରୁ ଜଣେ ବୃଦ୍ଧାଙ୍କ ମୃତଦେହ ଦମକଳ ବାହିନୀ ଠାବ କରିଥିଲା । ତେବେ ଆଜି ନିଖୋଜ ଅନ୍ୟ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଓଡ୍ରାଫ ଟିମ୍ ଓ ଦମକଳ ବାହିନୀ ମିଳିତ ଭାବେ ଆଜି ଜଣେ ଶିଶୁ ଓ ଜଣେ…

ଚିତ୍ରକୋଣ୍ଡା ଡଙ୍ଗାବୁଡି ମାମଲା, ଜଣେ ଉଦ୍ଧାର

ମାଲକାନଗିରି: ବହୁଚର୍ଚ୍ଚିତ ଚିତ୍ରକୋଣ୍ଡା ମାଛଧରା ଡଙ୍ଗାବୁଡି ମାମଲା । ଗତକାଲି ଚିତ୍ରକୋଣ୍ଡା ଜଳ ଭଣ୍ଡାରରେ ଡଙ୍ଗାବୁଡି ଘଟଣାରେ ନିଖୋଜ ତିନିଜଣଙ୍କ ମଧ୍ୟରୁ ଜଣକୁ ଉଦ୍ଧାର କରାଯାଇଛି । ଆଜି ସକାଳେ ଦମକଳ ବାହିନୀ ଜଣକର ମୃତଦେହ ଠାବ କରିବାରେ ସଫଳ ହୋଇଛି । ଗତକାଲିଠୁ ସର୍ଚ୍ଚ ଅପରେସନ୍…

ସରକାରୀ ଡାକ୍ତରଖାନାରେ ଲାଞ୍ଚ କାରବାର

ମାଲକାନଗିରି :ସରକାରୀ ଡାକ୍ତରଖାନାରେ ଚିକିତ୍ସା ପାଇଁ ଲାଞ୍ଚ ମାଗୁଛନ୍ତି ଡାକ୍ତର । ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟରୁ ଏବେ ଏପରି ଏକ ଘଟଣା ସାମନାକୁ ଆସିଛି । ବାଲିମେଳା ସହରର ସୌମ୍ୟ ରଞ୍ଜନ ମହାନ୍ତି ନାମକ ଜଣେ ନାବାଳକଙ୍କ ହାତ ଭାଙ୍ଗିବା ପରେ ପରିବାର ଲୋକେ ତାଙ୍କ ହାତକୁ…

ବୁଡିଗଲା ଡଙ୍ଗା, ୮ ଉଦ୍ଧାର ୩ ନିଖୋଜ

ମାଲକାନଗିରି: କରୋନା ମହାମାରୀରେ ମାଲକାନଗିରି ଜିଲ୍ଲାରୁ ଆସିଲା ଦୁଃଖଦ ଖବର । କରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଦାମୋଦରବେଡା ଓ ଓରାପଦର ଡଙ୍ଗା ଘାଟରେ ମାଛ ଡଙ୍ଗା ବୁଡି ୩ଜଣ ନିଖୋଜ । ନିଖୋଜଙ୍କ ମଧ୍ୟରେ ଦୁଇଜଣ ମହିଳା ଓ ଜଣେ ବର୍ଷକର ଶିଶୁ ଥିବା ସୂଚନା ରହିଛି । ଆଜି ସକାଳେ ଏକ ମାଛ…

ମାଲକାନଗିରି ଜିଲ୍ଲାରେ ଗଡିଲା ରାଜସ୍ୱ ରଥ, ଆଉ ତହସିଲ୍ ଅଫିସ ଆସିବା ଦରକାର ନାହିଁ

ମାଲକାନଗିରି: କରୋନା ମହାମାରୀକୁ ଦୃଷ୍ଟିରେ ରଖି ମାଲକାନଗିରି ତହସିଲ କାର୍ଯ୍ୟାଳୟ ପକ୍ଷରୁ ସାଧାରଣ ଲୋକଙ୍କ ସୁବିଧା ପାଇଁ ଆରମ୍ଭ ହୋଇଛି ରାଜସ୍ୱ ରଥ । ଏଣିକି ଆଉ ହିତାଧିକାରାଙ୍କୁ କୌଣସି ପ୍ରମାଣପତ୍ର କିମ୍ବା ଜମି ପଟ୍ଟା ଲାଗି ତହସିଲ କାର୍ଯ୍ୟାଳୟକୁ ଦୌଡିବାକୁ ପଡିବ ନାହିଁ । ଅନଲାଇନରେ…

ବିଜାପୁରରେ ଗର୍ଜିଲା ସରକାରୀ ବନ୍ଧୁକ, ୩ ନକ୍ସଲ୍ ମିଲେସିଆ ନିହତ !

ମାଲକାନଗିରି: ଛତିଶଗଡ ବିଜାପୁର ଜିଲ୍ଲାରେ ଗୁଳିବିନିମୟ । ତେବେ ଯବାନ କି ମାଓବାଦୀ ନୁହେଁ ବରଂ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଗର୍ଜିଥିଲା ବନ୍ଧୁକ । ରିପୋର୍ଟ ଅନୁଯାୟୀ ସିଲଗର ଗାଁରେ ନବନିର୍ମିତ ତଥା ସ୍ଥାପିତ ସିଆରପିଏଫ କ୍ୟାମ୍ପକୁ ସ୍ଥାନୀୟ ବାସିନ୍ଦା ବିରୋଧ କରିଆସୁଥିଲେ । ଆଜି ଶତାଧିକ…