Latest Odisha News

BREAKING NEWS

କରୋନାରୁ ବର୍ତ୍ତିବା ପାଇଁ ଚାଲିଛି କରୋନା ମାତାଙ୍କ ପୂଜା

ମାଲକାନଗିରି: ଭାରତରେ ଲୋକେ ୩୩ କୋଟି ଦେବାଦବୀଙ୍କୁ ପୂଜାର୍ଚ୍ଚନା କରିଥାନ୍ତି । ପୁରାଣ ଅନୁସାରେ ଦେବାଦେବୀଙ୍କର ରହିଛି ଅନେକ ବେଶ, ଅନନ୍ୟ ନାମ । ତେବେ ଦେବାଦେବୀଙ୍କର ଏପରି ବି କିଛି ନାମ ରହିଛି ଯାହା ଲୋକଙ୍କୁ ଏକାଧିକ ଥର ଚିନ୍ତା କରିବାକୁ ବାଧ୍ୟ କରିଥାଏ । ଏହି ଧାରାରେ ମାଲକାନଗିରି…

ମାଲକାନଗିରିରେ ଆରମ୍ଭ ହେଲା ହୋମ୍ ଡେଲିଭରି ବ୍ୟବସ୍ଥା

ମାଲକାନଗିରି: କରୋନା ମହାମାରୀରେ ରାଜ୍ୟର ଅନ୍ୟ ଜିଲ୍ଲାଠାରୁ ଢେର ଆଗରେ ରହିଛି ମାଲକାନଗିରି ଜିଲ୍ଲା ପ୍ରଶାସନ । ପ୍ରଥମେ ସଂକ୍ରମଣ ରୋକିବାକୁ ସୀମା ସିଲ୍‌, ପରେ କରୋନା ରୋଗୀଙ୍କ ସମ୍ବନ୍ଧରେ ସଂପର୍କୀୟ କିମ୍ବା ପରିବାର ଲୋକଙ୍କୁ ଅବଗତ କରାଇବା ପାଇଁ ଇ-ସାକ୍ଷାତ ବ୍ୟବସ୍ଥା । ଆଉ ଏବେ…

ଘେରିଲେ ପଂଚାୟତ ଅଫିସ, ଝୁଲାଇଲେ ତାଲା

ମାଲକାନଗିରି: ମହଙ୍ଗା ପଡିଲା ସରଂପଚଙ୍କ ମନମୁଖୀ ଶାସନ । ଲୋକେ ତାତିଲେ, ବିରୋଧ କଲେ ଏପରିକି ପଂଚାୟତ ଅଫିସ ଘେରାଉ ବି କଲେ । ଶେଷରେ ମାଲକାନଗିରି କାଲିମେଳା ବ୍ଲକ ଅନ୍ତର୍ଗତ ଭେଜାଙ୍ଗିୱାଡା ପଂଚାୟତ ଅଫିସରେ ତାଲା ବି ପକାଇଲେ । ମିଳିଥିବା ସୂଚନା ଅନୁଯାୟୀ ନୂତନ ପଂଚାୟତ ଅଫିସ…

ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ମାଲକାନଗିରି: ଛତିଶଗଡ଼ର ଦାନ୍ତେୱାଡା ଜିଲ୍ଲାରେ ପୋଲିସ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୂଚନା ଅନୁଯାୟୀ, ଏଥିରେ ଜଣେ କୁଖ୍ୟାତ ମାଓବାଦୀ ମୃତ୍ୟୁବରଣ କରିଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି। ମୃତ ମାଓବାଦୀ ରାମ କଡ଼ତି ବୋଲି ଦାନ୍ତେୱାଡା ଏସପି ଅଭିଶେଖ…

ଘାରିଲା କରୋନା ଭୟ, ଆତ୍ମସମର୍ପଣ କଲେ ମାଓ ଦମ୍ପତ୍ତି

ମାଲକାନଗିରି: କରୋନା ଚଡକରେ ଭୟଭୀତ ଲାଲ ସେନା । କେତେବେଳେ ଭାକ୍ସିନ୍ ଲୁଟୁଛି ତ ପୁଣି କେତେବେଳେ ଯବାନଙ୍କ ରକ୍ତରେ ଖେଳୁଛି ଖୁନୀ ଖେଳ । ହେଲେ ଏହି ଧାରାରେ ଏକ ଚକିତକର ଘଟଣା ସାମ୍ନାକୁ ଆସିଛି । ଲାଲ ସେନାରେ ସାମିଲ ହୋଇ ବିପ୍ଳବୀ ସାଜିଥିବା ଏକ ମାଓ ଦମ୍ପତ୍ତି ଆତ୍ମ ସମର୍ପଣ କରିଛନ୍ତି ।…

ମାଓବାଦୀଙ୍କ ବର୍ବରକାଣ୍ଡ: ଅପହରଣ ପରେ ଯବାନଙ୍କୁ ଗଳାକାଟି ହତ୍ୟା

ମାଲକାନଗିରି: ଛତିଶଗଡ଼ର ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ । ଡିଆରଜି ଯବାନଙ୍କୁ ଘରୁ ଅପରହଣ ପରେ ଗଳା କାଟି ହତ୍ୟା କରିଛନ୍ତି । ଦୋର୍ଣ୍ଣାପାଲ ଥାନା ଅନ୍ତର୍ଗତ ପେଟା ଗାଁରେ ଏହି ଘଟଣା ଘଟିଛି । ମୃତ ଯବାନ ହେଲେ ବେଟ୍ଟି ଭୀମା । ଗତକାଲି ସେ ଗାଁକୁ ଯାଇଥିଲେ । ରାତିରେ ଘରେ…

ତିନୋଟି ରାଜ୍ୟରେ ଚାଂଚଲ୍ୟ ଖେଳାଇଲା ଧଳା ସ୍କୋର୍ପିଓ

ମାଲକାନଗିରି: ତିନିତିନୋଟି ରାଜ୍ୟର ସୁରକ୍ଷା ବଳୟ ଭାଙ୍ଗିଲା ଏକ ଧଳା ସ୍କୋର୍ପିଓ ଗାଡି । ଆନ୍ଧ୍ରପ୍ରଦେଶ, ଓଡିଶା ଓ ଛତିଶଗଡ ସୀମାକୁ ଭେଦ କରିବା ସହ ପୋଲିସର ସାତଟି ବ୍ୟାରିକେଡ ଭାଙ୍ଗି ଶେଷରେ ସିଆରପିଏଫ୍ ଗୁଳିରେ ଅଟକିଥିଲା । ମିିଳିଥିବା ସୂଚନା ଅନୁଯାୟୀ ଏକ ଅମାନିଆ ସ୍କୋର୍ପିଓ…

ଭାଙ୍ଗିଲା ନକ୍ସଲଙ୍କ ସହିଦ ସ୍ମାରକୀ !

ମାଲକାନଗିରି: ବିଜାପୁର ଏନକାଉଣ୍ଟର ପରଠୁ ପୂର୍ବ ଅପେକ୍ଷା ଅଧିକ ସଜାଗ ରହିଛନ୍ତି ଡିଆର୍‌ଜି ଯବାନ । ଜାରି ରହିଛି ଜୋରଦାର କୁମ୍ବିଂ ଅପରେସନ୍ । ସୂଚନା ମିଳିଛି ମାଲକାନଗିରି ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ନକ୍ସଲଙ୍କର ଏକ ସହିଦ ସ୍ମାରକୀକୁ ଭାଙ୍ଗିଦେଇଛନ୍ତି ଡିଆର୍‌ଜି ଯବାନ ।…

ପୂର୍ବତନ ତହସିଲଦାର ଆଲୋକ ଅନୁଗୁଳିଆ ନିଲମ୍ବିତ !

ମାଲକାନଗିରି: ନିଲମ୍ବିତ ହେଲେ ପୂର୍ବତନ ତହସିଲଦାର ବାବୁ । ଆଉ ତା ପୁଣି ଜମି ଦୁର୍ନୀତି ମାମଲାରେ । କିଛି ଏପରି ଖବରକୁ ନେଇ ଚର୍ଚ୍ଚାକୁ ଆସିଛି ମାଲକାନଗିରି ଜିଲ୍ଲା । କାଲିମେଳାର ପୂର୍ବତନ ତହସିଲଦାର ଆଲୋକ କୁମାର ଅନୁଗୁଳିଆ କିଛି ମାସ ପୂର୍ବରୁ ତହସିଲ କାର୍ଯ୍ୟାଳୟରେ ବ୍ୟାପକ ଜମି…

ମାଲକାନଗାରି ବିଷାକ୍ତ ଲସି ମାମଲାରେ ନୂଆ ମୋଡ !

ମାଲକାନଗିରି: ପଡିଆ ବ୍ଲକ ଅନ୍ତର୍ଗତ କୁର୍ତ୍ତି ସାପ୍ତାହିକ ହାଟର ବିଷାକ୍ତ ଲସି ମାମଲା । ଶୋଷ ମେଣ୍ଟାଇବାକୁ ଯାଇ ଲସି ପିଇଥିଲେ ଶତାଧିକ ଗ୍ରାମବାସୀ । ଏହି ମାମଲାରେ ଗତକାଲି ଜଣେ ନାବାଳିକାର ମୃତ୍ୟୁ ହୋଇଛି । ସିମିଳିବାଂଚାରେ ରହୁଥିବା ନାବାଳିକା ଜଣକ ଚିକିତ୍ସାଧୀନ ଅବସ୍ଥାରେ ଗୋଷ୍ଠୀ…