Latest Odisha News

BREAKING NEWS

[ଭିଡ଼ିଓ]ମାଲକାନଗିରି ଦୁର୍ଗମ ଇଲାକାରେ ଦୂର ହେବ ବେକାରୀ ସମସ୍ୟା

ମାଲକାନଗିରି: ଆଗକୁ ବଢିବେ ଦୁର୍ଗମ ଇଲାକା ପିଲା । କେହି ରହିବେନି ବେକାରୀ। ବେକାର ଯୁବକ ଯୁବତୀ ମାନଙ୍କୁ ମିଳିବ ଚାକିରୀ। ଏନେଇ ମାଲକାନଗିରି ଜିଲ୍ଲା ପଲିଟେକନିକ କଲେଜରେ ଆୟୋଜିତ ହୋଇଛି କ୍ଷୁଦ୍ର ନିଯୁକ୍ତି ମେଳା । ଯେଉଁଥିରେ ପ୍ରଥମ ଦିନରେ ଜିଲ୍ଲାର ୮୩୭ ଜଣ ଯୁବକ ଯୁବତି ନିଜର ନାମ…

ମାଓବାଦୀ ପ୍ରଜାକୋର୍ଟରେ ତିନିଜଣଙ୍କୁ ମୃତ୍ୟୁଦଣ୍ଡ

ମାଲକାନଗିରି: ପ୍ରତିଦିନ ସାମ୍ନାକୁ ଆସୁଛି ମାଓ ଶିବିର ଠାବ ଖବର ସାଙ୍ଗକୁ ଏନ୍‌କାଉଣ୍ଟର୍ ଘଟଣା । ତଥାପି ଚୁପ୍ ବସିନାହାଁନ୍ତି ମାଓ ସଙ୍ଗଠନ । ଖାସ କରି ଓଡିଶାର ମାଲକାନଗିରି ଓ ଛତିଶଗଡ ରାଜ୍ୟରେ ସକ୍ରିୟ ରହିଛନ୍ତି ଲାଲ ବାହିନୀ । ଆଜି ପ୍ରଜାକୋର୍ଟରେ ତିନିଜଣଙ୍କୁ ଇନ୍‌ଫର୍ମର୍ ସନ୍ଦେହରେ…

ନୂଆବର୍ଷରେ ଲାଲବାହିନୀ ହାତ ଛାଡିଲେ ୪୪ ମାଓବାଦୀ

ମାଲକାନଗିରି: ନୂଆବର୍ଷରେ ନୂଆ ସଂକଳ୍ପ । ନକ୍ସଲ ବାହିନୀର ହାତ ଛାଡିଲେ ୪୪ ମାଓବାଦୀ । ଲାଲଗଡର ଅନ୍ଧାରି ଦୁନିଆକୁ ତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି ୯ ମହିଳାଙ୍କ ସମେତ ୪୪ ଜଣ ନକ୍ସଲପନ୍ଥୀ । ମାଲକାନଗିରି ସୀମାନ୍ତ ଛତିଶଗଡର ସୁକୁମା ଜିଲ୍ଲା ପୋଲିସ ନିକଟରେ ସେମାନେ…

ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ନୂଆବର୍ଷ ଆରମ୍ଭରୁ ପୋଲିସ ଇନଫର୍ମର ସନ୍ଦେହରେ ମୁଣ୍ଡ ନେଲା ଲାଲବାହିନୀ । ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଏହି ହିଂସା କାଣ୍ଡ ଘଟିଛି ।…

ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ : ଯବାନ ଗୁରୁତର ଅନେକ ମାଓବାଦୀ ନିହତ ସୂଚନା

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ।ଅନେକ ମାଓବାଦୀ ପ୍ରାଣ ହରାଇଥିବା ସୂଚନା ମିଳିଛି । ଏଥିରେ ଜଣେ ଯବାନ ମଧ୍ୟ ଗୁରୁତର ହୋଇଛନ୍ତି ।ସୁକମା ଜିଲ୍ଲାର କିସ୍ତାରାମ ଥାନା ଅନ୍ତର୍ଗତ ପାଲଚାଲମା ଜଙ୍ଗଲରେ ମାଓ…

[ଭିଡିଓ] ମାଲକାନଗିରିରେ ମାଟି ତଳୁ ବିପୁଳ ପରିମାଣର ଔଷଧ, ବିସ୍ପୋରକ ଓ ମାଓ ସାମଗ୍ରୀ ଜବତ

ମାଲକାନଗିରି : ପୁଣି ମାଲକାନଗିରି ପୋଲିସକୁ ସଫଳତା । ମାଟି ତଳୁ ମିଳିଲା ବିପୁଳ ପରିମାଣର ମାଓ ସାମଗ୍ରୀ । ଯବାନମାନେ ବିପୁଳ ପରିମାଣର ଔଷଧ ସହ ବିସ୍ପୋରକ ସାମଗ୍ରୀ ଉଦ୍ଧାର କରିଛନ୍ତି । ଯାହା ମଧ୍ୟରେ ୬ ଟି ଟିଫିନ୍ ବୋମା , ୨ ଟି ପ୍ରେସର ଆଇଡି , ୨ ଟି ଏମ ଏମ ବଲ ଆମୁନେଓ , ଗୋଟିଏ ଇନଶାସ…

[ଭିଡ଼ିଓ]ମାଲକାନଗିରିରେ ମିଶ୍ରଣ ପର୍ବ , ବିଜେଡିର ଶକ୍ତି ପ୍ରଦର୍ଶନ

ମାଲକାନଗିରି: ବିଜେପି ଗଡରେ ବିଜେଡିର ଶକ୍ତି ପ୍ରଦର୍ଶନ । ପଞ୍ଚାୟତ ନିର୍ବାଚନ ପୁର୍ବରୁ ମାଲକାନଗିରି ଜିଲ୍ଲାରେ ନିଜର ଶକ୍ତି ପ୍ରଦର୍ଶନ କଲା ବିଜେଡି । ପଞ୍ଚାୟତ ନିର୍ବାଚନ ଲାଗି  ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପୋଟେରୁ ଠାରେ ମହା ମିଶ୍ରଣ ପର୍ବ ଅନୁଷ୍ଟିତ ହୋଇ ଯାଇଛି ।…

ଏନକାଉଣ୍ଟରରେ ଟଳିଲେ ୬ ମାଓବାଦୀ

ମାଲକାନଗିରି: ତେଲେଙ୍ଗାନା ଓ ଛତିଶଗଡ଼ ସୀମାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ମାଓବାଦୀ ନିହତ । ଏନକାଉଣ୍ଟର ସ୍ଥଳରୁ ବିପୁଳ ପରିମାଣର ମାରଣାସ୍ତ୍ର ଜବତ ହୋଇଛି । ତେଲେଙ୍ଗାନା ଓ ଛତିଶଗଡ଼ ସୀମା କିସ୍ତରାମ ଥାନା ଅଞ୍ଚଳରେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ ସୁରକ୍ଷାବାହିନୀ…

ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରେ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ

ମାଲକାନଗିରି: ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ । ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରୁ ଏହିପରି ଘଟଣା ସାମ୍ନାକୁ ଆସିଛି । ତେଲେଙ୍ଗାନାର ମୁଲୁଗ ଜିଲ୍ଲା ଅନ୍ତର୍ଗତ ଭେଙ୍କେଟପୁରମ ପୋଲିସ ଷ୍ଟେସନରେ ଥିବା ୩୯ତମ ସିଆରପିଏଫ୍ କ୍ୟାମ୍ପରେ ଏହି ଘଟଣା ଘଟିଛି । ଘଟଣାରେ ମେସ୍ ଇନଚାର୍ଜ…

[ଭିଡ଼ିଓ] ମାଲକାନଗିରି ପୋଲିସକୁ ସଫଳତା, ଅସ୍ତ୍ର ଶସ୍ତ୍ର ସହ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ପୋଲିସକୁ ମିଳିଲା ସଫଳତା । ମାଟି ତଳୁ ଉଦ୍ଧାର ହେଲା ବିପୁଳ ପରିମାଣର ମାଓ ସାମଗ୍ରୀ । ମାଲକାନଗିରି ଜିଲ୍ଲା ସ୍ଵାଭିମାନ ଅଞ୍ଚଳର ଘନବେଡା ଠାରେ ନୁତନ ବିଏସଏଫ କ୍ୟାମ୍ପ ସ୍ଥାପନ ହେବା ପରେ ସୁରକ୍ଷା କର୍ମୀଙ୍କ କମ୍ବିଂ ଅପରେସନ ଚାଲିଥିଲା। ଆଉ ଏହି କମ୍ବିଂ ଅପରେସନ…