Latest Odisha News

BREAKING NEWS

[ଭିଡ଼ିଓ] ମତ୍ସ୍ୟ ବିଭାଗ ତରଫରୁ ବାଲିମେଳା ଜଳଭଣ୍ଡାରରେ ଛଡାଗଲା ମାଛ ଜାଆଁଳା

ଚିତ୍ରକୋଣ୍ଡା : ବିଭିନ୍ନ ସ୍ଥାନରେ ଏବେ ଚାଷୀ ମାନେ ମାଛ ଚାଷ କରି ବେଶ୍ ଦୁଇ ପଇସା ରୋଜଗାର କରୁଛନ୍ତି । ଅନ୍ୟପଟେ ମାଛ ଚାଷୀଙ୍କ ଜୀବନ ଜୀବିକାକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ବାଲିମେଳା ଜଳ ଭଣ୍ଡାରରେ ଜିଲ୍ଲା ମତ୍ସବିଭାଗ ତରଫରୁ ମାଛ ଯାଆଁଳା ସବୁ ଛଡା ଯାଇଛି । ଲୋକଙ୍କ ଜୀବନ…

ସାତ ଦିନ ପରେ ମାଓବାଦୀଙ୍କ କବଳରୁ ମୁକୁଳିଲେ ଅପହୃତ ସବ୍ ଇଞ୍ଜିନିୟର ଅଜୟ ରୋଶନ

ମାଲକାନଗିରି: ସାତ ଦିନ ପରେ ମାଓବାଦୀଙ୍କ କବଜାରୁ ମୁକୁଳିଲେ ଅପହୃତ ଇଞ୍ଜିନିୟର ଅଜୟ ରୋଶନ ଲାକ୍ରା । ପ୍ରଜାକୋର୍ଟରେ ଶତାଧିକ ଆଦିବାସୀଙ୍କ ସମ୍ମୁଖରେ ମୁକ୍ତ କଲା ଲାଲବାହିନୀ । ଏହି ସମୟରେ ଇଞ୍ଜିନିୟରଙ୍କ ସ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ । ମାଓବାଦୀଙ୍କ କବଳରୁ ମୁକ୍ତ ହେବା ପରେ ସେ ବିଜାପୁର…

ପୋଲିସ ଗୁଳିରେ ହାର୍ଡ଼କୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ଏନକାଉଣ୍ଟର। ପୋଲିସ ଗୁଳିରେ ଜଣେ ହାର୍ଡ଼କୋର ମାଓବାଦୀ ନିହତ। ଛୋଟେ ଡ଼ଙ୍ଗର ଥାନା ଅନ୍ତର୍ଗତ ବହକର ଜଙ୍ଗଲରେ ନକ୍ସଲମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା। ଏହାକୁ ଆଧାର କରି…

୧୦୦ କୋଟିର ବେଆଇନ ଗଞ୍ଜେଇ ଗଛକୁ ନଷ୍ଟ କଲା ମାଲକାନଗିରି ପୋଲିସ

ମାଲକାନଗିରି : ମାଲକାନଗିରି ପୋଲିସକୁ ସଫଳତା । ସ୍ୱଭିମାନ ଅଞ୍ଚଳରୁ ଏକ ଲକ୍ଷ ୮୮ ହଜାର ଟଙ୍କାର ବେଆଇନ ଗଞ୍ଚେଇ ଗଛକୁ ନଷ୍ଟ କରିଛି ମାଲକାନଗିରି ପୋଲିସ । ଏହି ଗଞ୍ଜେଇର ବଜାର ମୂଲ୍ୟ ୧୦୦ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି । ମାଲକାନଗିରି ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ୱଭିମାନ ଅଞ୍ଚଳରେ…

ବଣ୍ଡାଘାଟିରେ ବେଆଇନ ଗଞ୍ଜେଇ ଗଛକୁ ନଷ୍ଟ କଲା ପୋଲିସ

ମାଲକାନଗିରି: ବଣ୍ଡାଘାଟିରେ ୬୫ହଜାର ବେଆଇନ ଗଞ୍ଜେଇ ଗଛକୁ ନଷ୍ଟ କଲା ପୋଲିସ। ମାଲକାନଗିରି ଜିଲ୍ଲା ବଣ୍ଡାଘାଟିର ବଡ଼ଡ଼ୁରାଲ ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଚାଷ ହୋଇଥିଲା। ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ବଜାର ମୂଲ୍ୟ ୪୦କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି। ତହସିଲଦାର ରାମ କୃଷ୍ଣ ନାୟକଙ୍କ…

ସ୍ୱାମୀଙ୍କୁ ଛାଡ଼ି ଦେବାକୁ ନକ୍ସଲଙ୍କୁ ସ୍ତ୍ରୀର ଗୁହାରୀ

ଭୁବନେଶ୍ୱର: ସ୍ୱାମୀଙ୍କୁ ଖୋଜିବାକୁ ବାହାରିପଡ଼ିଛନ୍ତି ସ୍ତ୍ରୀ। କୋଳରେ ଅଛି ୩ବର୍ଷର ପୁଅ। ନକ୍ସଲ ଦ୍ୱାରା ଅପହୃତ ଇଞ୍ଜିନିୟର ନିଖୋଜ ଅଜୟ ରୋଷନଙ୍କୁ ଜଙ୍ଗଲରେ ଖୋଜି ବୁଲୁଛନ୍ତି ତାଙ୍କ ସ୍ତ୍ରୀ ଅର୍ପିତା। ସ୍ୱାମୀଙ୍କୁ ସେମାନଙ୍କ କବଳରୁ ଫେରାଇ ଆଣିବାକୁ ବାହାରିପଡ଼ିଛନ୍ତି। ମନରେ ନାହିଁ ଭୟ।…

ମହାରାଷ୍ଟ୍ରରେ ପୋଲିସ ମାଓବାଦୀ ମୁହାଁମୁହିଁ, ୨୬ ନକ୍ସଲ ନିହତ

ଭୁବନେଶ୍ୱର: ଆଜି ସକାଳୁସକାଳୁ ପୋଲିସ ଓ ମାଓବାଦୀଙ୍କ ଗୁଳିରେ ଗର୍ଜି ଉଠିଥିଲା ମହାରାଷ୍ଟ୍ରର ଗଡଚିରୋଲି ଜିଲ୍ଲା । ଜାରି ରହିଥିଲା ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଅନବରତ ଗୁଳି ବିନିମୟ । ସଦ୍ୟ ସ୍ଥିତି ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୨୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ରହିଛି ।…

ପୁଣି ସାମ୍ନାକୁ ଆସିଛି ମାଲକାନଗିରି ଗ୍ୟାଙ୍ଗର କାରନାମା ଭିଡ଼ିଓ

ମାଲକାନଗିରି: ପୁଣି ସାମ୍ନାକୁ ଆସିଛି ଆଉ ଏକ ଗ୍ୟାଙ୍ଗର କାରନାମା। ଭୁବନେଶ୍ୱର କେବିଏନ୍, କଟକର ପବ୍ଲିକ ଷଣ୍ଢ, ବଲାଙ୍ଗୀରର କିଙ୍ଗ୍ ଗ୍ରୁପ ଭିଡ଼ିଓ ଭାଇରାଲ ପରେ ମାଲକାନଗିରିରେ ବି ଦେଖିବାକୁ ମିଳିଛି ସମାନ ଷ୍ଟାଇଲର ଦୃଶ୍ୟ। କ୍ୟାମରାରେ କଏଦ ହୋଇ ଏହି ଦୃଶ୍ୟ ଭାଇରାଲ ହେବା ପରେ ସମଗ୍ର…

ପୋଲିସର ଗୁଇନ୍ଦା ଯବାନଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୁଣି ତାତିଲେ ମାଓବାଦୀ। ପୋଲିସର ଗୁଇନ୍ଦା ଯବାନଙ୍କୁ ହତ୍ୟା କଲେ ମାଓବାଦୀ। ମାଲକାନଗିରି ସୀମାନ୍ତ ଦାନ୍ତେୱାଡ଼ା ଜିଲ୍ଲା ଟେଟମ ଗ୍ରାମରେ ଘଟିଛି ଏହି ଅଘଟଣ। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଟେଟମ ଗାଁରେ ୧୦ରୁ ୧୫ଜଣ ଶସସ୍ତ୍ର ମାଓବାଦୀ ଉମେଶ ମାରକାମ ନାମକ ଜଣେ…

ଅପହୃତ ୫ଜଣ ଆଦିବାସୀଙ୍କୁ ମୁକ୍ତ କଲା ଲାଲବାହିନୀ

ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ଅପହୃତ ୫ଜଣ ଆଦିବାସୀଙ୍କୁ ମୁକ୍ତ କଲା ଲାଲବାହିନୀ। ମୁକ୍ତ ହେଲା ପରେ ସେମାନେ ନିଜ ଗ୍ରାମ ବାଟେରଠାରେ ପହଞ୍ଚିଥିଲେ। ସୂଚନା ଅନୁସାରେ, ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲା କଣ୍ଟା ଥାନା ଅନ୍ତର୍ଗତ ବାଟେର ଗ୍ରାମର ୫ଜଣ ଆଦିବାସୀଙ୍କୁ…