ଲଘୁଚାପ ବର୍ଷାରେ ବେହାଲ ମାଲକାନଗିରି, ବୁଡିଗଲା ୩ ଟି ପୋଲ
ମାଲକାନଗିରି : ଲଘୁଚାପ ବର୍ଷା ଯୋଗୁଁ ବେହାଲ ହେଲା ସମଗ୍ର ମାଲକାନଗିରି ଜିଲ୍ଲା । ଦିନିକିଆ ବର୍ଷାରେ ବୁଡିଗଲା ୩ ଟି ପୋଲ । ଏମଭି-୩ ଏମଭି-୨ ଓ ପ୍ରଧାନୀଗୁଡା ନଦୀର ପୋଲ ଉପରେ ପ୍ରାୟ ୨ ରୁ ୩ ଫୁଟ ପର୍ଯ୍ୟନ୍ତ ପାଣି ପ୍ରଭାହିତ ହେଉଛି । ସବୁଠି ପୋଲର ଦୁଇ ପାର୍ଶ୍ୟରେ ଯାନ ବାହାନ ଅଟକି ରହିଛି…