ଦୁଇଟି ଅଣୁ ଗଳ୍ପ
ଦୁଇଟି ଅଣୁ ଗଳ୍ପ
ଯୋଗେଶ୍ୱର ପଣ୍ଡା
୧. ଝିଟିପିଟି
ସ୍ତ୍ରୀ- ଶୁଣୁଛ କି ! ଏ ଝିଟିପିଟି ଯୋଗୁଁ ମୁଁ ଆଉ ଏ ଘରେ ରହି ପାରିବିନି । ଘରଯାକ ଅସନା କରିଦେଉଛନ୍ତି ଝାଡା ଫେରିଫେରି ସବୁଆଡେ । ଏମାନଙ୍କୁ ଘଉଡାଇବାର ବ୍ୟବସ୍ଥା କର ଶୀଘ୍ର । ନ ହେଲେ ମୁଁ ଘରୁ ଯିବାର ବ୍ୟବସ୍ଥା କରିବି ଜାଣିଥ ।…