ସ୍ୱଳ୍ପ ଗଳ୍ପ : ଆଦ୍ୟ ନଭେମ୍ବର
ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୪୧
ସନ ଆଉ ତାରିଖ,ଏଇ ଦୁଇଟି ଇତିହାସର ମୌଳିକ ଅଙ୍ଗ। ସନ ଆଉ ତାରିଖ ଆମକୁ ଗୋଟିଏ ଘଟଣାର କଥା କହିଥାଏ, ଯେଉଁ ଘଟଣା ଗୋଟିଏ ବ୍ୟାପକ ଭୌଗଳିକ ଅଞ୍ଚଳକୁ ବହୁଳ ଭାବରେ ପ୍ରଭାବିତ କରିପାରିଥିବା ଭଳି ସାମର୍ଥ୍ୟ ରଖିଥାଏ ଏବଂ ତାହାର…