ଗାଁ ସବୁ ନଷ୍ଟ ହୋଇଗଲା ପରେ…
ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ…
ଅନେକ ସମୟରେ କଥା ହେଲା ବେଳେ କି ପୁରୁଣା ଦିନର ସ୍ମୃତି ମନେ ପକେଇଲା ବେଳେ ଏଇ କଥା ବାରବାର ଉଠୁଛି । ସମସ୍ତେ- ଗାଁର ପୁରୁଣା ସ୍ମୃତିକୁ ଝୁରି ହେଉଛନ୍ତି । ଗାଁକୁ ମନେ ପକାଉଛନ୍ତି । ପିଲା ବେଳର କଥା, ପିଲା ବେଳକର…